ଅଲିମ୍ପିକ୍ସରେ ଦେଖିବାକୁ ମିଳିବ…
ଓଏଲ୍ ବ୍ୟୁରୋ: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଏଣିକି ଅଲିମ୍ପିକ୍ସରେ ଦେଖିବାକୁ ମିଳିବ କ୍ରିକେଟର କ୍ରେଜ୍। କାରଣ ଲସ୍ ଏଞ୍ଜେଲସ ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟରେ ସାମିଲ ହୋଇଛି। ଇଣ୍ଟରନ୍ୟାସନାଲ ଅଲିମ୍ପିକ୍ସ କମିଟି ସଭାପତି ଥୋମାସ ବାଚ ଏନେଇ ପୂର୍ବରୁ ଆନୁଷ୍ଠାନିକ ଭାବେ ଘୋଷଣା କରିଥିବାବେଳେ…