Odisha Link
Bridging the Missing Links in Odisha
Daily Archives

January 7, 2025

ପଠାଣି ସାମନ୍ତ ଗଣିତ ମେଧାବୃତ୍ତି…

ଓଏଲ୍‌ ବ୍ୟୁରୋ: ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ନେଇ ବଡ ଖବର। ପ୍ରାଥମିକ ଓ ହାଇସ୍କୁଲ୍ ସ୍ତରରେ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା (ପିଏମ୍.ଏସ୍.ଟି)-୨୦୨୪ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପରୀକ୍ଷାରେ ଷଷ୍ଠ ଓ ନବମ…

ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ନୂଆ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ନୂଆ ଅଧ୍ୟାୟ। ଲୋକାର୍ପଣ ହେଲା ଡବଲ ଡେକର ବସ୍‌। ଭୁବନେଶ୍ବର ଗାଢ଼କଣ ବସ୍‌ ଡିପୋରେ ଡବଲ ଡେକର ବସ୍‌ ଲୋକାର୍ପଣ ହୋଇଛି। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୫ଟି ଡବଲ ଡେକର ବସ, ୧୦ଟି ହପ୍ ଅନ୍ ହପ୍…

ଏଥର ବାରବାଟୀରେ ହେବନି କଟକ…

ଓଏଲ୍‌ ବ୍ୟୁରୋ: ବଦଳିଲା କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସର ସ୍ଥାନ। ଏଥର ବାରବାଟୀରେ ହେବନି କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ। ବାରବାଟୀ ପରିବର୍ତ୍ତେ ବିଡ଼ାନାସୀ ମିନି ଷ୍ଟାଡିୟମରେ ଉତ୍ସବ ହେବ। ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ନୂଆ…

ବସୁଧୈବ କୁଟୁମ୍ବକମ୍, ଓଡ଼ିଶାରେ ପ୍ରବାସୀ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଭୁବନେଶ୍ୱରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼। ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର। ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ…

ପ୍ରବାସୀ ଅତିଥିଙ୍କୁ ସ୍ୱାଗତ ପାଇଁ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଭୁବନେଶ୍ୱରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼। ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର। ପ୍ରବାସୀ ଭାରତୀୟ ଦିବସ ଅବସରରେ…

ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା, ଆଇସିୟୁରେ…

ଓଏଲ୍‌ ବ୍ୟୁରୋ: ଭାରତୀୟ ରାଜନୀତିରେ ନିର୍ବାଚନ ରଣନୀତିଜ୍ଞ ଭାବେ ଜଣାଶୁଣା ଜନ ସୁରଜ ପାର୍ଟିର ସୁପ୍ରିମୋ ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଛି। ପାଟନାର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ପ୍ରଶାନ୍ତ କିଶୋର। ଡିହାଇଡ୍ରେସନ ଓ ଗୋଟିଏ ସଂକ୍ରମଣରେ ପୀଡ଼ିତ ହେବାରୁ ତାଙ୍କୁ…

ପୂର୍ବ ସରକାରଙ୍କୁ ସାଂସଦଙ୍କ ଟାର୍ଗେଟ,…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ବସ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ନିର୍ଦ୍ଦୋଷ ଘୋଷଣା କଲେ ପ୍ରଥମ ଶ୍ରେଣୀ ମାଜିଷ୍ଟ୍ରେଟ୍‌ ଗ୍ରାମାଞ୍ଚଳ। ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଆକାଶ ପାଠକ ଓ…

ଟାଟା ଠକେଇ ମାମଲା: ପ୍ରଦୀପ…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ବସ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ ୨ଟି ମାମଲାରେ ନିର୍ଦ୍ଦୋଷ। ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଆକାଶ ପାଠକ ଓ ତାଙ୍କ ବାପା ଅଭୟକାନ୍ତ ପାଠକ ମଧ୍ୟ ନିର୍ଦ୍ଦୋଷରେ ଖଲାସ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ…

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ଆଜି ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ନିର୍ବାଚନ ଆୟୋଗ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର…

୫ ଦିନ ଭିତରେ ଚାଷୀଙ୍କୁ ମିଳିବ ଆର୍ଥିକ…

ଓଏଲ୍‌ ବ୍ୟୁରୋ: ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୧୪ଟି ଜିଲ୍ଲାରେ ଫସଲ ନଷ୍ଟ ହୋଇଥିଲା। କ୍ଷତିପୂରଣ ବାବଦକୁ ଚାଷୀଙ୍କୁ କ୍ଷତିପୂରଣ ଟଙ୍କା ମିଳିବା ଆରମ୍ଭ ହେଲାଣି। ୪ରୁ ୫ ଦିନ ଭିତରେ କ୍ଷତିପୂରଣ ଟଙ୍କା ବଣ୍ଟା ସରିବ। ଏନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…