ପୁଞ୍ଜିନିବେଶ ପାଇଁ ପ୍ରବାସୀ ଭାରତୀୟଙ୍କୁ…
ଓଏଲ୍ ବ୍ୟୁରୋ: ଭୁବନେଶ୍ୱର ଜନତା ମୈଦାନରେ ଜନସମାଗମ। ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମକୁ ବିଧିବଦ୍ଧ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ।…