Odisha Link
Bridging the Missing Links in Odisha

ବୟସ୍କଙ୍କ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି, ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଏଣିକି ବୟସ୍କଙ୍କୁ ମିଳିବ ୩୫୦୦ ଟଙ୍କା ଭତ୍ତା। ବର୍ଦ୍ଧିତ ପେନସନ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଧରଣୀଧର ବିଶ୍ଵବିଦ୍ୟାଳୟ ପଡ଼ିଆରେ ଶୁଭାରମ୍ଭ କରିଛନ୍ତି ମୋହନ ମାଝୀ। ୮୦ ବର୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଓ ଭିନ୍ନକ୍ଷମଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା। କାର୍ଯ୍ୟକ୍ରମରେ ୮୦ ବର୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଓ ଭିନ୍ନକ୍ଷମଙ୍କୁ ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ ଏହା ପରେ ବଡ଼ବିଲ୍ ମହୋତ୍ସବର ସିଲଭର୍ ଜୁବୁଲି ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ।

Leave A Reply

Your email address will not be published.