ଗ୍ରୀଡ୍କୋ ସପକ୍ଷରେ ସରକାରୀ…
ଓଏଲ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଅନଷ୍ଠିତ ଏହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ମହିଳା ଶିଶୁ ବିକାଶ ଆଦି ବିଭାଗର କିଛି…