Odisha Link
Bridging the Missing Links in Odisha
Daily Archives

January 22, 2025

ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ…

ଓଏଲ୍‌ ବ୍ୟୁରୋ: ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍। ଏହି ମ୍ୟାଚ ପାଇଁ ଏବେ ଷ୍ଟାଡିୟମକୁ ପ୍ରସ୍ତୁତ କରାଯାଉଛି। ଷ୍ଟାଡିୟମର ଭିତର ଓ ବାହାର ପାର୍ଶ୍ୱକୁ ନୂଆ ରୂପ ଦିଆଯାଉଥିବାବେଳେ ପଡିଆରେ ଘାସ କଟା କାର୍ଯ୍ୟ ଜାରି ରହିଛି।…

ରାଜ୍ୟରେ ଅଯୋଗ୍ୟ ରାସନ୍‌କାର୍ଡ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲକ୍ଷ ଲକ୍ଷ ଅଯୋଗ୍ୟ ହିତାଧିକାରୀ ହାତେଇଛନ୍ତି ରାସନ କାର୍ଡ। ଅଯୋଗ୍ୟ ରାସନ୍‌ କାର୍ଡ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀ ତାଗିଦ୍‌ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍‌ କରୁଛି ସରେଣ୍ଡର କରିଯାଆନ୍ତୁ। ସରେଣ୍ଡର ନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ।…

‘ପ୍ରଥମଥର ପାଇଁ ଉତ୍କର୍ଷ ଓଡ଼ିଶା…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ହେବ। ଏନେଇ ଶିଳ୍ପ ସଚିବ ହେମନ୍ତ ଶର୍ମା ସାମ୍ବାଦିକ ସମ୍ମେଳନ କରି ସୂଚନା ଦେଇଛନ୍ତି। ପ୍ରଥମ…

କଣାସରେ ବ୍ୟାପୁଛି ଝାଡ଼ାବାନ୍ତି,…

ଓଏଲ୍‌ ବ୍ୟୁରୋ: ପୁରୀ କଣାସ ଅଞ୍ଚଳରେ ଡାଇରିଆରେ ଜଣକର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ଵାସ୍ଥ୍ୟ ବିଭାଗ। ସଂକ୍ରମିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ରାଜ୍ୟ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ। ନୂଆଗାଁ, ଜାଗୁଳାଇପଦର ଗାଁ ବୁଲି ଆଲୋଚନା କରିଛନ୍ତି। ଗାଁରେ ଭୋଜିଭାତ ନକରିବାକୁ ଲୋକଙ୍କୁ ଅପିଲ କରିଛନ୍ତି।…

୨୮ରୁ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ହେବ। ଏନେଇ ଶିଳ୍ପ ସଚିବ ହେମନ୍ତ ଶର୍ମା ସାମ୍ବାଦିକ ସମ୍ମେଳନ କରି ସୂଚନା ଦେଇଛନ୍ତି। ପ୍ରଥମ…

କଣାସରେ ବ୍ୟାପୁଛି ଡାଇରିଆ, ରାଜ୍ୟ…

ଓଏଲ୍‌ ବ୍ୟୁରୋ: ପୁରୀ କଣାସ ଅଞ୍ଚଳରେ ଡାଇରିଆରେ ଜଣକର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ଵାସ୍ଥ୍ୟ ବିଭାଗ। କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବା ଓ ଏଥିରେ ଲୋକଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେଡି। ଏକ ସାମ୍ବାଦିକ ସମ୍ମିଳନୀରେ କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ ନେତା…

‘ବେଟି ବଚାଓ ବେଟି ପଢ଼ାଓ’…

ଓଏଲ୍‌ ବ୍ୟୁରୋ: ଭାରତ ସରକାରଙ୍କ ବେଟି ବଚାଓ ବେଟି ପଢ଼ାଓ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ…

ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର,…

ଓଏଲ୍‌ ବ୍ୟୁରୋ: ବଢ଼ିଚାଲିଛି ସୁନା ଦର। ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର। ଜାନୁଆରୀରେ ମଧ୍ୟ ସୁନା ଦର ଉପରମୁହାଁ ରହିଛି। ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨,୦୯୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦…

ଉତ୍ସବମୁଖର ଅଯୋଧ୍ୟା ନଗରୀ, ପ୍ରଭୁ…

ଓଏଲ୍‌ ବ୍ୟୁରୋ: ଆଜି ପ୍ରଭୁ ରାମଲାଲାଙ୍କ ଐତିହାସିକ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବାର୍ଷିକୀ ପାଳୁଛି ରାମ ଜନ୍ମଭୂମି ଅଯୋଧ୍ୟା। ଗତବର୍ଷ (୨୦୨୪) ଜାନୁଆରୀ ୨୨ ତାରିଖରେ ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ କର୍ତ୍ତା ଭାବେ ଏହି ବିଧିରେ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ,…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ…