Odisha Link
Bridging the Missing Links in Odisha
Daily Archives

January 23, 2025

ଭାରତ ଆସିବେ ଇଣ୍ଡୋନେସିଆ ରାଷ୍ଟ୍ରପତି,…

ଓଏଲ୍‌ ବ୍ୟୁରୋ: ଭାରତ ଗସ୍ତରେ ଆସିବେ ଇଣ୍ଡୋନେସିଆ ରାଷ୍ଟ୍ରପତି। ଦୁଇ ଦିନିଆ ଭାରତ ଗସ୍ତରେ ଆସି ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବୈଠକ କରିବେ। ଆସନ୍ତା ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ସାଧାରଣତନ୍ତ୍ର ଦିବସ ପରେଡ୍‌ ଆୟୋଜିତ…

ବାଚସ୍ପତିଙ୍କ ବିଶୃଙ୍ଖଳା ବୟାନ: ପଦ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରୀ ୧୭ ତାରିଖରେ ୨୦୨୫-୨୬…

ଅଡୁଆରେ Ola, Uber କ୍ୟାବ୍‌ ସଂସ୍ଥା,…

ଓଏଲ୍‌ ବ୍ୟୁରୋ: ପରିବହନ ସୁବିଧା ପାଇଁ ଅନେକ ବ୍ୟକ୍ତି Ola, Uberକୁ ବ୍ୟବହାର କରୁଛନ୍ତି। Ola, Uber ବ୍ୟବହାରକୁ ନେଇ ଅନେକ ଅଭିଯୋଗ ମଧ୍ୟ ସାମ୍ନାକୁ ଆସିଛି। ଭିନ୍ନ ଭିନ୍ନ ମଡେଲ୍‌ ଫୋନ୍‌ରେ ଭିନ୍ନ ଦର ଦେଖିବାକୁ ମିଳୁଥିବା Ola, Uberକୁ ନୋଟିସ୍‌ କଲେ ଉପଭୋକ୍ତା ମନ୍ତ୍ରାଳୟ। ଭିନ୍ନ ଭିନ୍ନ ମଡେଲ୍‌…

ନିଶାଦ୍ରବ୍ୟ କାରବାର ରୋକିବାକୁ ପ୍ରୟାସ,…

ଓଏଲ୍‌ ବ୍ୟୁରୋ: ନିଶାଦ୍ରବ୍ୟ କାରବାର ରୋକିବାକୁ କମିଶନରେଟ୍‌ ପୁଲିସର ସ୍ୱତନ୍ତ୍ର ଅଭିଯାନ। ୩ଟି ଦିଗକୁ ଫୋକସ୍‌ କରି କମିଶନରେଟ୍‌ ପୁଲିସର ସ୍ବତନ୍ତ୍ର ଅଭିଯାନ। ଏନେଇ ସୂଚନା ଦେଲେ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ। ଫୋକସ୍‌ରେ ସଡ଼କ ସୁରକ୍ଷା, ନିଶା କାରବାର, ଷ୍ଟ୍ରିଟ କ୍ରାଇମ୍‌ ରହିଛି। କାଲି…

ବୀର ସୁରେନ୍ଦ୍ର ସାଏଙ୍କ ତ୍ୟାଗ, ବଳିଦାନ…

ଓଏଲ୍‌ ବ୍ୟୁରୋ: ବୀର ସୁରେନ୍ଦ୍ର ସାଏଙ୍କ ଅଦ୍ୱିତୀୟ ସାଂଗଠନିକ ଶକ୍ତି ଓ ରଣକୌଶଳ ଓଡିଆ ଜାତିର ବୀରତ୍ୱର ପ୍ରତିଫଳନ। ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖିଣ୍ଡାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବୋଧନ କରି କହିଛନ୍ତି, ଆଜି ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀଙ୍କ ପବିତ୍ର…

ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ବାହାରେ ଲାଗିପାରେ ଓ୍ୱାଚ୍‌ ଟାଓ୍ୱାର। ଏନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର କୌଣସି ନିଷ୍ପତ୍ତି ନିଆଯାଇପାରେ ବୋଲି କହିଛନ୍ତି ଆଇନ୍‌ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଡ୍ରୋନ କେଉଁଠୁ ଆସୁଛି, ତାକୁ ଉଚ୍ଚତାରୁ ନିରୀକ୍ଷଣ କରାଯାଇପାରିବ। ନିକଟରେ ଗର୍ଭଗୃହ ଫଟୋ…

୧୩ରୁ ବିଧାନସଭା ଅଧିବେଶନ, ବିରୋଧୀଙ୍କୁ…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬…

ନେତାଜୀଙ୍କ ମୃତ୍ୟୁ ଆଜି ବି ଏକ ରହସ୍ୟ:…

ଓଏଲ୍‌ ବ୍ୟୁରୋ: ନେତାଜୀ ସୁଭାଷ ବୋଷଙ୍କ ଆଜି ହେଉଛି ୧୨୮ ତମ ପୁଣ୍ୟ ଜୟନ୍ତୀ। ଏହି ଅବସରରେ ଦେଶ ପାଳୁଛି ପରାକ୍ରମ ଦିବସ। ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥଳୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନେତାଜୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ। ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମ…

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣା:…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୨ ବର୍ଷ ପୂରିବ। ଏସବୁ ଭିତରେ ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବହୁତ୍ ତଥ୍ୟ ସେ ସମୟରେ ଦେଇଥିଲି, ଆଜି ବି ଦେଇଛି। ଏ ବିଷୟରେ ବିସ୍ତାର ଭାବେ…

ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ…

ଓଏଲ୍‌ ବ୍ୟୁରୋ: ଆସନ୍ତା ମାସ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଭାରତ ବନାମ ଇଂଲଣ୍ତ ଦିନିକିଆ କ୍ରିକେଟ ମ୍ୟାଚ୍। ଏହି ମ୍ୟାଚ ପାଇଁ ଏବେ ଷ୍ଟାଡିୟମକୁ ପ୍ରସ୍ତୁତ କରାଯାଉଛି। ଷ୍ଟାଡିୟମର ଭିତର ଓ ବାହାର ପାର୍ଶ୍ୱକୁ ନୂଆ ରୂପ ଦିଆଯାଉଥିବାବେଳେ ପଡିଆରେ ଘାସ କଟା କାର୍ଯ୍ୟ ଜାରି ରହିଛି।…