‘ଓଡ଼ିଶାରେ ନିବେଶ ପାଇଁ ଶିଳ୍ପପତି…
ଓଏଲ୍ ବ୍ୟୁରୋ: ଆଜିଠୁ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେଉଛି ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଥିଲେ। ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍-୨୦୨୫କୁ ଭୁବନେଶ୍ବର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି…