ନବ ଦାସଙ୍କ ଦ୍ବିତୀୟ ଶ୍ରାଦ୍ଧ…
ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ଆଜି ପୂରିଛି ୨ ବର୍ଷ। ହତ୍ୟାକାଣ୍ଡକୁ ୨ ବର୍ଷ ପୂରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ହତ୍ୟାର ପ୍ରକୃତ କାରଣ ସାମ୍ନାକୁ ଆସି ପାରିନାହିଁ। ଏସବୁ ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଇଛନ୍ତତ ନବ ଦାସଙ୍କ ଝିଅ ତଥା ଝାରସୁଗୁଡ଼ାର…