ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ,…
ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ପୁଣି ଜଣେ ସରକାରୀ ବାବୁ। ସୁନ୍ଦରଗଡ଼ ବୋଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଇଛି। ବଣାଇ ସମେତ, ଭୁବନେଶ୍ବର, ବାଲେଶ୍ବର,…