ମହିଳା ସଶକ୍ତିକରଣର ସଫଳତା ବଖାଣିଲେ…
ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସଦର ମିଳିତ ଅଧିବେଶନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦେଶ୍ୟରେ ଶୋକ ପ୍ରକାଶ କରିଛନ୍ତି। ଏହା ସହ ପ୍ରୟାଗରାଜରେ ଘଟିଥିବା…