ନବ ଦାସ ହତ୍ୟାକାଣ୍ଡ: ବଡ଼ ବୟାନ ଦେଲେ…
ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଛି ୨ ବର୍ଷ। ହତ୍ୟାକାଣ୍ଡକୁ ୨ ବର୍ଷ ପୂରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ହତ୍ୟାର ପ୍ରକୃତ କାରଣ ସାମ୍ନାକୁ ଆସି ପାରିନାହିଁ। ଏସବୁ ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଇଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର।…