ଆରପାରିରେ ଉତ୍ତମ ମହାନ୍ତି, ରାଷ୍ଟ୍ରୀୟ…
ଓଏଲ୍ ବ୍ୟୁରୋ: ଅଫେରା ରାଇଜରେ ଓଲିଉଡର ମହାନାୟକ। ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ୬୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଉତ୍ତମଙ୍କ ବିୟୋଗରେ ଓଲିଉଡ୍ ତଥା ସାରା…