Odisha Link
Bridging the Missing Links in Odisha
Daily Archives

February 3, 2025

ଲୁଟ୍ ଘଟଣା: ସୁରକ୍ଷା ପାଇଁ ନିବେଦନ କଲେ…

ଓଏଲ୍ ବ୍ୟୁରୋ: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ନିରଞ୍ଜନ ପ୍ରଶ୍ନ ଉଠାଇଛନ୍ତି। ୧୦ ଦିନ ପରେ ବି ପୁଲିସ…

ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା,…

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚି ସାରିଛନ୍ତି। କଟକଣାମୁକ୍ତ ମେଳାର ଆୟୋଜନ ହେଉଥିବାରୁ…

ମହାକୁମ୍ଭରେ ସାହି ସ୍ନାନ: ୨୨ ଦିନରେ…

ଓଏଲ୍‌ ବ୍ୟୁରୋ: ପ୍ରୟାଗରାଜରେ ଆସ୍ଥା ଓ ବିଶ୍ବାସର ମହାକୁମ୍ଭ। ବସନ୍ତ ପଞ୍ଚମୀ ଅବସରରେ ପ୍ରୟାଗରାଜ କୁମ୍ଭ ମେଳାରେ ସାହି ସ୍ନାନ ଅନୁଷ୍ଠିତ ହେଉଛି। ସଙ୍ଗମ ସ୍ଥଳରେ ଅମୃତ ସ୍ନାନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବସନ୍ତ ପଞ୍ଚମୀରେ ଗଙ୍ଗାରେ ବୁଡ଼ ପକାଇଲେ ମୋକ୍ଷପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ…

ରାତି ପାହିଲେ ଖଣ୍ଡଗିରି ମେଳା, ଭିଡ଼…

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା। ସାଧୁସନ୍ଥମାନେ ହୋମଜଜ୍ଞ, ଜପତପ, ପୂଜାର୍ଚ୍ଚନା କରିବେ ଖଣ୍ଡଗିରି ମେଳାରେ। ଏହି ମେଳା ପାଇଁ ବିଭିନ୍ନ ରାଜ୍ୟରୁ ଶତାଧିକ ବାବା ଆସି ଏଠାରେ ପହଞ୍ଚି ସାରିଛନ୍ତି। କଟକଣାମୁକ୍ତ ମେଳାର ଆୟୋଜନ ହେଉଥିବାରୁ…

କାହାକୁ ଭରସା କରିବେ ଦିଲ୍ଲୀ ବାସିନ୍ଦା?…

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଦିଲ୍ଲୀ ନିର୍ବାଚନ ଯେତିକି ପାଖଉଛି ରାଜେନୖତିକ ମାହୋଲ ସେତିକି ଉଷ୍ମ ହେବାରେ ଲାଗିଛି। ବିଜୟ ପାଇଁ ରାଜନୈତିକ ଦଳମାନେ ନିଜର ପ୍ରସ୍ତୁତି ଜାରି ରଖିଛନ୍ତି। ଫେବ୍ରୁଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ।…

ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ…

ଓଏଲ୍‌ ବ୍ୟୁରୋ: ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଆଜି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବୃଆରୀ ମାସର ପ୍ରଥମ ଜନଶୁଣାଣି ହୋଇଥିବାବେଳେ ଚଳିତ ମାସରେ ବଜେଟ ଆଗତ…