୧୩ରୁ ବିଧାନସଭାର ବଜେଟ୍ ଅଧିବେଶନ,…
ଓଏଲ୍ ବ୍ୟୁରୋ: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣାଙ୍ଗ ବଜେଟ। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ। ଶାନ୍ତିଶୃଙ୍ଖଳାରେ ଗୃହ ପରିଚାଳନା ପାଇଁ ସମସ୍ତଙ୍କ ସହ ଆଲୋଚନା କରିବେ…