Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସିଛନ୍ତି ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ବିଜୟା କିଶୋର ରାହତକର। ଓଡିଶା ଗସ୍ତରେ ଆସିଥିବା ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ବିଜୟା କିଶୋର ରାହତକର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ବିଜୟା କିଶୋର ରାହତକରଙ୍କ ସହ ରାଜ୍ୟରେ ମହିଳା ଓ ଶିଶୁ ବିକାଶ ସମ୍ପର୍କିତ ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟ ସମ୍ପର୍କରେ ଆଲୋଚନା ହୋଇଥିବା ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.