କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର:…
ଓଏଲ୍ ବ୍ୟୁରୋ: କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର। କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର। ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଥିବାବେଳେ ଏନେଇ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାସିକ ପାରିଶ୍ରମିକ ୧୬,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।…