Odisha Link
Bridging the Missing Links in Odisha

ପରଲୋକରେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ

ଓଏଲ୍‌ ବ୍ୟୁରୋ: ପରଲୋକରେ ରାମମନ୍ଦିର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ। ୮୫ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ରାମମନ୍ଦିର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ଦେହାନ୍ତ ହୋଇଛି। ୩ ତାରିଖରୁ ମସ୍ତିଷ୍କ ଜନିତ ସମସ୍ୟାରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାମମନ୍ଦିର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ଦେହାନ୍ତ ହୋଇଥିବା ଜଣା ପଡିଛି।

Leave A Reply

Your email address will not be published.