Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଲେ ଡେପୁଟି କଲେକ୍ଟର ଶରତ ଗିରି। ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରନ୍ତି। ଜମିଜମା ମାମଲାରେ ୫୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ।

Leave A Reply

Your email address will not be published.