ଜୁଲାଇରୁ ଅମରନାଥ ଯାତ୍ରା କରିପାରିବେ…
ଓଏଲ୍ ବ୍ୟୁରୋ: ବାବା ଅମରନାଥ ପୀଠକୁ ଯାତ୍ରା କରିବାକୁ ଚାହୁଁଥିବା ଭକ୍ତଙ୍କ ପାଇଁ ଖୁସି ଖବର। ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି। ମାତା ବୈଷ୍ଣୌଦେବୀ ସାଇନବୋର୍ଡ କମିଟି ବୈଠକର ନିଷ୍ପତ୍ତି ମୁତାବକ ଜୁଲାଇ ୩ ତାରିଖରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ। ଏହି…