କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ…
ଓଏଲ୍ ବ୍ୟୁରୋ: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଚିଠି ଲେଖିଛନ୍ତି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭୀମମଣ୍ଡଳୀର ସୁରକ୍ଷା ଓ ସଂରକ୍ଷଣ…