Odisha Link
Bridging the Missing Links in Odisha

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଚିଠି ଲେଖିଛନ୍ତି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭୀମମଣ୍ଡଳୀର ସୁରକ୍ଷା ଓ ସଂରକ୍ଷଣ ପାଇଁ ଏଏସଆଇକୁ ଦାୟିତ୍ବ ଦେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଭୀମମଣ୍ଡଳୀରର ସୁରକ୍ଷା ଓ ସଂରକ୍ଷଣ ଓ ପୁନଃରୁଦ୍ଧାର ପାଇଁ ଚିଠିରେ ଅନୁରୋଧ କରାଯାଇଛି। ଗତ ୨୫ରେ ଐତିହାସିକ ଭୀମମଣ୍ଡଳୀ ସ୍ଥାନ ପରିଦର୍ଶନ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏହା ପରେ ଭୀମମଣ୍ଡଳୀରର ସୁରକ୍ଷା ଓ ସଂରକ୍ଷଣ ଓ ପୁନଃରୁଦ୍ଧାର ପାଇଁ ଚିଠି ଲେଖି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.