Odisha Link
Bridging the Missing Links in Odisha
Daily Archives

March 12, 2025

ରାଜଧାନୀରୁ ଦୂର ହେବ ଟ୍ରାଫିକ ସମସ୍ୟା,…

ଓଏଲ୍‌ ବ୍ୟୁରୋ: ଦୂର ଦେବାକୁ ଯାଉଛି ଭୁବନେଶ୍ବର ପଳାଶୁଣିରେ ଦୀର୍ଘ ବର୍ଷର ଟ୍ରାଫିକ୍ ସମସ୍ୟା। ଗଙ୍ଗୁଆ ନାଳ ଉପରେ ୬ ଲେନ୍ ବିଶିଷ୍ଟ ରାସ୍ତା ନେଇ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ।…

ଚିନ୍ତା ବଢ଼ାଇଲା ବାୟୁ ପ୍ରଦୂଷଣ, ଭାରତ…

ଓଏଲ୍‌ ବ୍ୟୁରୋ: ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ମଙ୍ଗଳବାର ପ୍ରକାଶିତ ଏକ ନୂତନ ରିପୋର୍ଟ ଅନୁଯାୟୀ ବିଶ୍ୱର ପ୍ରମୁଖ ୨୦ଟି ପ୍ରଦୂଷିତ ସହର ମଧ୍ୟରୁ ୧୩ଟି ଭାରତରେ ଥିବାବେଳେ ଆସାମର ବିରନୀହାଟ ଏହି ତାଲିକାର ଶୀର୍ଷରେ ରହିଛି। ସୁଇସ୍ ଏୟାର କ୍ୱାଲିଟି ଟେକ୍ନୋଲୋଜି କମ୍ପାନି ଆଇକ୍ୟୁଏୟାର ଦ୍ୱାରା…

ହୋଲି ପୂର୍ବରୁ କଟକଣା ଜାରି: ରାସ୍ତା…

ଓଏଲ୍‌ ବ୍ୟୁରୋ: ଆନନ୍ଦ ଓ ଉଲ୍ଲାସର ପର୍ବ ହୋଲି। ହୋଲି ଦିନ ଦେଶର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ହୋଲିରେ ଅଘଟଣ ରୋକିବାକୁ କମିଶନରେଟ୍‌ ପୁଲିସ ପକ୍ଷରୁ ଗାଇଡଲାଇନ୍‌ ଜାରି କରାଯାଇଛି। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି କହିଛନ୍ତି ଭୁବନେଶ୍ବର ଡିସିପି।…

ବିଧାନସଭାକୁ ମୋବାଇଲ ନେଇପାରିବେ…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ହେଲେ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଠାରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଅଧିକ ଚର୍ଚ୍ଚାରେ ରହିଛି। ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି।…

ଚିହ୍ନଟ ହେଲେ ଅଯୋଗ୍ୟ ରାସନକାର୍ଡ…

ଓଏଲ୍‌ ବ୍ୟୁରୋ: ରାସନକାର୍ଡ ନେଇ ବଡ ସୂଚନା ଦେଲେ ମନ୍ତ୍ରୀ। ରାସନକାର୍ଡ ଇ-କେୱାଇସି ପରେ ବାଦ୍‌ ପଡ଼ିଲେ ୮୪ ହଜାର ୭୫୭ ହିତାଧୀକାରୀ। ଏପର୍ଯ୍ୟନ୍ତ ୨୨,୨୯୩ ଅଯୋଗ୍ୟ ରାସନ କାର୍ଡ ଚିହ୍ନଟ ହୋଇଛି। ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳରେ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନରେ ଯୋଗାଣ…

୩୭ ଟପିଲା ଝାରସୁଗୁଡ଼ା ତାପମାତ୍ରା, ୮…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୨ ଦିନ ଅସମ୍ଭାଳ ତାତି ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଦିନ ସାଢ଼େ ୧୧ରେ ୩୭ ଟପିଲା ଝାରସୁଗୁଡ଼ା ତାପମାତ୍ରା। ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ୩୭.୨ ଡିଗ୍ରୀ…

ଧାରଣାରେ କଂଗ୍ରେସ ସଦସ୍ୟ, ଗୃହକୁ ଫେରାଇ…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ହେଲେ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଠାରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଅଧିକ ଚର୍ଚ୍ଚାରେ ରହିଛି। ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି।…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ…

ଓଏଲ୍‌ ବ୍ୟୁରୋ: ପୁଣି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୨ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରାକ୍ରମରେ ଯୋଗଦେବେ।

ବିଧାନସଭାରେ ପ୍ରଶ୍ନକାଳ: ମତ୍ସ୍ୟଜୀବୀଙ୍କ…

ଓଏଲ୍‌ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଶ୍ନକାଳ ଜାରି ରହିଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ମତ୍ସ୍ୟ ସମ୍ପଦ ଉପରେ ବିସ୍ତୃତ ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ।…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ…