ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ…
ଓଏଲ୍ ବ୍ୟୁରୋ: ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ୧୦.୩୦ ସମୟରେ ପରଲୋକ ହୋଇଥିବା ସୂଚନା ରହିଛି। ଦିଲ୍ଲୀ ସ୍ଥିତ ବାସଭବନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି।ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ…