Odisha Link
Bridging the Missing Links in Odisha

ପତିତପାବନ ବାନାରେ ପଡ଼ିଲା ଶୂନ୍ୟଗଣ୍ଠି, ଜାଣନ୍ତୁ ଏହା କ’ଣ..

ଓଏଲ୍‌ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରେ ଘଟିଲା ବିରାଟ ଚମତ୍କାର। ପୁରୀ ଶ୍ରୀମନ୍ଦିର ପତିତପାବନ ବାନାରେ ପଡିଲା ଶୂନ୍ୟ ଗଣ୍ଠି। ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି। ଶୂନ୍ୟ ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ। ତେବେ ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଥିବା ଶୂନ୍ୟ ଗଣ୍ଠିକୁ ଶୁଭ ବୋଲି କୁହାଯାଉଛି।

Leave A Reply

Your email address will not be published.