Odisha Link
Bridging the Missing Links in Odisha
Daily Archives

March 18, 2025

ରାଜାଚକ୍ରଙ୍କୁ ରିମାଣ୍ଡରେ ନେବାକୁ…

ଓଏଲ୍‌ ବ୍ୟୁରୋ: ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଆଗୁଆ ଜାମିନ ଆବେଦନକୁ ଉଚ୍ଚ ନ୍ୟାୟାଳୟ ବୁଧବାର ଖାରଜ କରିଥିବାବେଳେ ଗିରଫ ହୋଇଛନ୍ତି ବିଜେଡି ନେତା ରାଜା ଚକ୍ର। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି।…

ପାନୀୟ ଜଳ ପ୍ରକଳ୍ପ ନେଇ ମନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ପଞ୍ଚାୟତିରାଜ ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ୍ ନିର୍ମାଣ ହେବ। ପାଣି ଆସିବା ନେଇ ଛତିଶଗଡ଼ ସହ ଆଲୋଚନା ହୋଇଛି। ଛତିଶଗଡ଼…

ମହାନଦୀ ଜଳବିବାଦରେ ପଡ଼ିବ…

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ପଞ୍ଚାୟତିରାଜ ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ୍ ନିର୍ମାଣ ହେବ। ପାଣି ଆସିବା ନେଇ ଛତିଶଗଡ଼ ସହ ଆଲୋଚନା ହୋଇଛି। ଛତିଶଗଡ଼…

ଗହଣା ପ୍ରେମୀଙ୍କୁ ମହଙ୍ଗା ମାଡ଼, ୯୦…

ଓଏଲ୍‌ ବ୍ୟୁରୋ: ଗହଣା ପ୍ରେମୀଙ୍କୁ ମହଙ୍ଗା ମାଡ଼। ବଢ଼ିଚାଲିଛି ସୁନା ଦର। ସର୍ବକାଳୀନ ରେକର୍ଡ ଭାଙ୍ଗିଲା ସୁନା ଦର। ଜାନୁଆରୀରୁ ହୁ ହୁ ହୋଇ ବଢିଛି ସୁନା ଦର। ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୦ ହଜାର ଟଙ୍କା ରହିଛି। ସେହିପରି ୨୨…

ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ…

ଓଏଲ୍‌ ବ୍ୟୁରୋ: ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଆଇଏଏସ୍‌ କେ.ସୁଦର୍ଶନ ଚକରବର୍ତ୍ତୀଙ୍କୁ ଓଡ଼ିଶା ରାଜ୍ୟ ନାଗରିକ ଯୋଗାଣ ନିଗମ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି। ଆଇଏଏସ୍‌ ଶୁଭମ ସକ୍ସେନାଙ୍କୁ କୃଷି ଏବଂ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

ଟ୍ୱିନ ସିଟିରେ ଗଡ଼ିବ ମେଟ୍ରୋ,…

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ତ୍ରିଶୁଳିଆ ନୁହେଁ ବରଂ କଟକ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ। ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ…

ପୃଥିବୀ ଫେରିବେ ସୁନୀତା, ସରିବ ୯ ମାସର…

ଓଏଲ୍‌ ବ୍ୟୁରୋ: ପୃଥିବୀକୁ ଫେରିବେ ସୁନୀତା ୱିଲିୟମସ। ଭାରତୀୟ ସମୟ ଭୋର ୪ଟା ୩୩ ମିନିଟରେ ଫ୍ଲୋରିଡା ଉପକୂଳରେ ଫ୍ଲାସ ଡାଉନ ସମ୍ଭାବନା। ସ୍ବାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା, ଅନେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ମହାକାଶଚାରୀ। ୯ ମାସ ପରେ ପୃଥିବୀକୁ ଫେରିବେ ସୁନୀତା। ନାସା ପକ୍ଷରୁ ଶେଷ…

ପଞ୍ଚଭୂତରେ ବିଲୀନ ଦେବେନ୍ଦ୍ର ପ୍ରଧାନ,…

ଓଏଲ୍‌ ବ୍ୟୁରୋ: ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ। ଦିଲ୍ଲୀ ସ୍ଥିତ ବାସଭବନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି। ଦେହାନ୍ତ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପୂର୍ବତନ…