ଲୋକସେବା ଭବନରେ ନବ ଦାସଙ୍କ ପରିବାର,…
ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପୁଣି ଥରେ ଆରମ୍ଭ ହୋଇଛି। ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ନବ ଦାସଙ୍କ ପତ୍ନୀ। ଅପରାହ୍ନ ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଇ-ମେଲ୍ରେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ ନବ ଦାସଙ୍କ ପତ୍ନୀ।…