Odisha Link
Bridging the Missing Links in Odisha

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଧାନସଭା ପ୍ରଶ୍ନକାଳ କାର୍ଯ୍ୟ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି, ହୋହହ୍ଲା କରିଥିଲେ। ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୨ଟା ଯାଏଁ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ। ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଗୃହରେ ବିରୋଧୀଙ୍କ ନାରାବାଜି କାରଣରୁ ଅପରାହ୍ନ ୪ଟା ଯାଏଁ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି।

 

Leave A Reply

Your email address will not be published.