Odisha Link
Bridging the Missing Links in Odisha
Daily Archives

March 19, 2025

୩ ଦିନିଆ ରିମାଣ୍ଡରେ ଯିବେ ରାଜାଚକ୍ର,…

ଓଏଲ୍‌ ବ୍ୟୁରୋ: ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଆଗୁଆ ଜାମିନ ଆବେଦନକୁ ଉଚ୍ଚ ନ୍ୟାୟାଳୟ ବୁଧବାର ଖାରଜ କରିଥିବାବେଳେ ଗିରଫ ହୋଇଛନ୍ତି ବିଜେଡି ନେତା ରାଜା ଚକ୍ର। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି।…

ମହାକାଶରୁ ଫେରିଲେ ସୁନୀତା, ସଫଳ ଅବତରଣ…

ଓଏଲ୍‌ ବ୍ୟୁରୋ: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶ୍ବକୁ ମିଳିଛି ବଡ଼ ସଫଳତା। ଅପେକ୍ଷାର ଘଟିଲା ଅନ୍ତ। ୯ ମାସ ପରେ ମହାକାଶରୁ ଫେରିଲେ ସୁନୀତା ୱିଲିୟମ୍ସ। ଭାରତୀୟ ସମୟ ଭୋର ୩ଟା ୨୭ ମିନିଟରେ ସମୁଦ୍ରରେ ଲ୍ୟାଣ୍ଡ ହୋଇଛି। ସୁନୀତା ୱିଲିୟମ୍ସ ଓ ତାଙ୍କ ସାଥୀ ଫେରିଛନ୍ତି। ଏକାଧିକ ଚେଷ୍ଟା ପରେ ୯ ମାସ ପରେ…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୧୨ଟା…

ଓଏଲ୍‌ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଧାନସଭା ପ୍ରଶ୍ନକାଳ କାର୍ଯ୍ୟ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି, ହୋହହ୍ଲା କରିଥିଲେ। ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୨ଟା ଯାଏଁ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା…

ଶ୍ରୀମନ୍ଦିର: ଆଜି ୫ ଘଣ୍ଟା ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ୧୯ତାରିଖ ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ଏହି ନୀତି…

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ଆଜି…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପୁଣି ଥରେ ଆରମ୍ଭ ହୋଇଛି। ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ। ଅପରାହ୍ନ ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ। ଇ-ମେଲ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ ନବ ଦାସଙ୍କ ପତ୍ନୀ। ଅନ୍ୟପଟେ,…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା,…

ଓଏଲ୍‌ ବ୍ୟୁରୋ: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶେଷ ହୋଇଥିବାବେଳେ ଆଜିଠୁ ଖାତାଦେଖା ଆରମ୍ଭ ହେଉଛି। ମୋଟ ୫୧ଟି କେନ୍ଦ୍ରରେ ଖାତା ଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ୧୨ଶହ ଶିକ୍ଷକ ଶିକ୍ଷୟିତ୍ରୀ ଖାତାଦେଖାରେ ସାମିଲ ହେବେ। ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାର ଶେଷ ଦିନରେ ହିନ୍ଦୀ…