Odisha Link
Bridging the Missing Links in Odisha
Daily Archives

March 24, 2025

ପୁଣି ଦିଲ୍ଲୀ ଗସ୍ତରେ ନବୀନ

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତି ସରଗରମ। ୧୦ ଦିନ ଭିତରେ ୨ୟ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି ନବୀନ। ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜନୀତିକ ମହଲରେ…

୭ ବର୍ଷ ପରେ ବଢ଼ିଲା ସାଂସଦଙ୍କ ଦରମା ଓ…

ଓଏଲ୍‌ ବ୍ୟୁରୋ: ସାଂସଦଙ୍କ ଦରମା ଓ ଭତ୍ତା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାଖାପାଖି ୭ ବର୍ଷ ପରେ ସାଂସଦମାନଙ୍କ ଦରମା ବୃଦ୍ଧି ପାଇଛି। ପୂର୍ବ ତୁଳନାରେ ଏଣିକି ସାଂସଦମାନେ ଏଣିକି ମାସିକ ୨୪ ହଜାର ଟଙ୍କା ଅଧିକ ଦରମା ପାଇବେ। ପୂର୍ବରୁ ସେମାନଙ୍କ ଦରମା ୧ ଲକ୍ଷ ଟଙ୍କା ଥିବାବେଳେ ତାହା ବୃଦ୍ଧି ପାଇ…

ବଢ଼ିଲାନି ବିଦ୍ୟୁତ ଦର, ପ୍ରିପେଡ୍‌…

ଓଏଲ୍‌ ବ୍ୟୁରୋ: ବିଦ୍ୟୁତ ଦରକୁ ନେଇ ଲାଗି ରହିଥିବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ରାଜ୍ୟରେ ବଢ଼ିଲାନି ବିଦ୍ୟୁତ ଦର। ପୂର୍ବ ଦର ଅପରିବର୍ତ୍ତିତ ଥିବା ନେଇ ସୂଚନା ଦେଇଛି ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆରସି)। ସାଧାରଣ ଗ୍ରାହକଙ୍କ ପାଇଁ ଅପରିବର୍ତ୍ତିତ ରହିବ ବିଦ୍ୟୁତ ଦର ବୋଲି ଓଇଆରସି…

୫ ବର୍ଷରେ ଚାକିରିରୁ ବିଦା ହୋଇଛନ୍ତି ୧୫୯…

ଓଏଲ୍‌ ବ୍ୟୁରୋ: ଚାଲିଛି ବିଧାନସଭାର ବଜେଟ୍‌ ଅଧିବେଶନ। ସାମ୍ନାକୁ ଆସିଛି ଏକ ରୋଚକ ତଥ୍ୟ। ରାଜ୍ୟ ସରକାରଙ୍କ ଦୁର୍ନୀତି ଛାଟରେ ୧୫୯ ସରକାରୀ ଚାକିରିଆ ନିଲମ୍ବିତ ହୋଇଛନ୍ତି। ଏଭଳି ତଥ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥାପିତ କରିଛନ୍ତି। ବିଗତ ୫ ବର୍ଷରେ ଦୁର୍ନୀତି ଓ ଆୟ ବହିର୍ଭୂତ…

୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍…

ଓଏଲ୍‌ ବ୍ୟୁରୋ: ଆଜି ସରଗରମ ହୋଇଛି ବିଧାନସଭା। ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ବିରୋଧୀଙ୍କ…

ଶୋକ ପ୍ରସ୍ତାବ ଆଗତ ପରେ ବିରୋଧୀଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ସରଗରମ ହୋଇଛି ବିଧାନସଭା। ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହୋଇଛି ବିଧାନସଭା। ଆଜି ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ବିରୋଧୀଙ୍କ…

ବିଦ୍ୟୁତ ଦେୟରେ ହେବ ପରିବର୍ତ୍ତନ, ଆଜି…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି) ୨୦୨୫-୨୬ ବର୍ଷ ପାଇଁ ନୂଆ ବିଦ୍ୟୁତ୍ ଟାରିଫ୍ ଘୋଷଣା କରିବ। ଆଜି ନୂଆ ବିଦ୍ୟୁତ୍ ଟାରିଫ୍ ଘୋଷଣା ନେଇ OERC ଉପ ନିର୍ଦ୍ଦେଶକ ସଞ୍ଜୟ ରାଉତ ସୂଚନା ଦେଇଛନ୍ତି। ବିଭିନ୍ନ ପକ୍ଷର ଶୁଣାଣି ପରେ ଆଜି ଘୋଷଣା କରିବ ଓଇଆର୍‌ସି।

ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି,…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୧.୩୦ ମିନିଟରେ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ମହାମହିମ ରାଷ୍ଟ୍ରପତି। ଏଠାରୁ ହେଲିକପ୍ଟରରେ ନୟାଗଡ଼ ଅଭିମୁଖେ ଯିବେ। ସେଠାରେ କାଳିଆପଲ୍ଲୀରେ ବିଶ୍ଵାବସୁ ସମ୍ପ୍ରଦାୟର ଯଜ୍ଞରେ…