Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କୁ ସଫଳତା: ଗୁଳିବିନିମୟରେ ୩ ମାଓବାଦୀ ନିହତ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀ ଗୁଳିବିନିମୟରେ ୩ ମାଓବାଦୀ ନିହତ ହୋଇଛନ୍ତି। ଦନ୍ତେୱାଡ଼ା ଓ ବିଜାପୁର ଜିଲ୍ଳା ସୀମାନ୍ତରେ ଏନ୍‌କାଉଣ୍ଟର ହୋଇଛି। ପୁଲିସ ଏନ୍‌କାଉଣ୍ଟରରେ ୩ ହାର୍ଡକୋର୍ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି।

Leave A Reply

Your email address will not be published.