Odisha Link
Bridging the Missing Links in Odisha

ଏଣିକି ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ଓଏଲ୍‌ ବ୍ୟୁରୋ: ନବମ ଓ ଦଶମ ପିଲାଙ୍କ ପାଇଁ ବଡ ଖବର। ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ସରକାରୀ ସ୍କୁଲରେ ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ।

Leave A Reply

Your email address will not be published.