Odisha Link
Bridging the Missing Links in Odisha

ଛତିଶଗଡ଼ ସୀମାନ୍ତରେ ଗୁଳିବିନିମୟ: ଜଣେ ମହିଳା ମାଓବାଦୀଙ୍କ ମୃତଦେହ ଉଦ୍ଧାର

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀ ଗୁଳିବିନିମୟରେ ଜଣେ ମହିଳା ମାଓବାଦୀ ନିହତ ହୋଇଛନ୍ତି। ଦନ୍ତେୱାଡ଼ା ଓ ବିଜାପୁର ଜିଲ୍ଳା ସୀମାନ୍ତରେ ଏନ୍‌କାଉଣ୍ଟର ହୋଇଛି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି। ଏବେ ବି ସର୍ଚ୍ଚ ଅପରେସନ୍ ଜାରି ରହିଛି।

Leave A Reply

Your email address will not be published.