Odisha Link
Bridging the Missing Links in Odisha

କାଲିଠୁ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାଙ୍କନ, ଏହି ଦିନ ପ୍ରକାଶ ପାଇବ ରେଜଲ୍ଟ

ଓଏଲ୍‌ ବ୍ୟୁରୋ: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇଥିବା +୨ ପରୀକ୍ଷା ମାର୍ଚ୍ଚ ୨୭ ତାରିଖରେ ଶେଷ ହୋଇଛି। କାଲିଠୁ +୨ ଖାତାଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ପ୍ରକାଶ ପାଇବ।

Leave A Reply

Your email address will not be published.