ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସର୍ଭେ ପରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି

ଓଏଲ୍ ବ୍ୟୁରୋ: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ପ୍ରଦାନ କରାଯିବ। ଆସନ୍ତା ୨୨ ଓ ୨୩ରେ ସୁଭଦ୍ରା ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ। ତୃତୀୟ କିସ୍ତି ପରେ ୨୧ ବର୍ଷ ହୋଇଥିଲେ ପୁଣି ନୂଆଙ୍କୁ ସାମିଲ କରାଯିବ।ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।