କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା

ଓଏଲ୍ ବ୍ୟୁରୋ: ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ ମନ୍ତ୍ରଣାଳୟରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟ ଶାସନ ସଚିବ ଓ ଡିଜିପି ମଧ୍ୟ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିବା ସୂଚନା ରହିଛି। ତେବେ ରାଜ୍ୟରେ ଆଇନଶୃଙ୍ଖଳା ଓ ମାଓ ଦମନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବା ନେଇ ଭେଟ ହୋଇଥିବା ସୂଚନା ରହିଛି।