Odisha Link
Bridging the Missing Links in Odisha

ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୟଣାଚୋରି ଓ ଦମନକ ଚତୁର୍ଦ୍ଦଶୀ ନୀତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରୁ ଅପ୍ରେଲ ୧୦ ଏବଂ ୧୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.