ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡ଼ି…
ଓଏଲ୍ ବ୍ୟୁରୋ: ଏପ୍ରିଲ ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଶ୍ରାଦ୍ଧ ଦିବସ। ଏହାର ୨ ଦିନ ପୂର୍ବରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେବା ଘଟଣା ରାଜ୍ୟ ରାଜନୀତିକୁ ଉଷ୍ମ କରିଛି। ଏସବୁ ମଧ୍ୟରେ ବିଜେଡି, ବିଜେପି ଓ କଂଗ୍ରେସ ନିଜ ନିଜ ପ୍ରତିକ୍ରିୟା…