ଓଡ଼ିଶାର ସବୁଠାରୁ ଲମ୍ବା ରେଳ ସୁଡ଼ଙ୍ଗର…
ଓଏଲ୍ ବ୍ୟୁରୋ: ଓଡ଼ିଶାର ସବୁଠାରୁ ସୁଦୀର୍ଘ ରେଳ ସୁଡ଼ଙ୍ଗ ୪ ହଜାର ୧୮୫ ମିଟର ଦୈର୍ଘ୍ୟ ବିଶିଷ୍ଟ ଖୋର୍ଦ୍ଧା-ବଲାଙ୍ଗୀର ନୂତନ ରେଳ ଲାଇନ୍ ପ୍ରକଳ୍ପ ଅନ୍ତର୍ଗତ ଟନେଲ୍ ଟି-୪ର ଆଜି ସଫଳ ଭାବେ ବ୍ରେକ ଥ୍ରୁ କାର୍ଯ୍ୟ କରାଯାଇଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି।
ସେ…