ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଦେବ ପ୍ରସାଦ ଦାଶ

ଓଏଲ୍ ବ୍ୟୁରୋ: ଓଏଏସ୍ ଅଫିସର ଦେବ ପ୍ରସାଦ ଦାଶଙ୍କୁ ନୂଆ ଦାୟିତ୍ୱ ଦେଲେ ସରକାର। ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ଦେବ ପ୍ରସାଦ ଦାଶ ଏବେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ବହନ କରିବେ।