ଆସନ୍ତାକାଲିଠୁ ମିଳିବ ନୂଆ ରାସନ କାର୍ଡ,…
ଓଏଲ୍ ବ୍ୟୁରୋ: ନୂଆ ରାସନ କାର୍ଡ ବଣ୍ଟନ ନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରାସନ କାର୍ଡ। ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ। ପଞ୍ଚାୟତିରାଜ ଦିବସ ଅବସରରେ ପୁରୀରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟ କ୍ରମେ ୫ଲକ୍ଷ ୯୦ ହଜାରଙ୍କୁ ମିଳିବ…