୯୦ ବର୍ଷରେ ଓଡ଼ିଆ ସିନେମା
ଓଏଲ୍ ବ୍ୟୁରୋ: ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’କୁ ୮୯ବର୍ଷ ପୂରିଛି। ଇତିମଧ୍ୟରେ ଓଡ଼ିଆ ସିନେମାର ମୋଡ଼ ବିଭିନ୍ନ କ୍ଷେତ୍ର ଦେଇ ଆଗକୁ ବଢ଼ିଛି। ୧୯୩୬ରେ ଓଡ଼ିଆ ସିନେମା ଜଗତକୁ ସେତେବେଳେ ୨୯ହଜାର ୭୮୧ଟଙ୍କା ୧୦ଅଣା ବଜେଟରେ ସୀତା ବିବାହ ଚଳଚ୍ଚିତ୍ର ଏକ ଆଶାର ମଞ୍ଜି ବୁଣିଥିଲା। ହେଲେ ଅବସୋସର କଥା…