ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ…
ଓଏଲ୍ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଏସବୁ ଭିତରେ ଭାରତ ସରକାର କଠୋର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡକାଯାଇପାରେ। ସ୍ବତନ୍ତ୍ର ଅଧିବେଶନ ଲାଗି ଚିଠି ଲେଖିବେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସ୍ବତନ୍ତ୍ର…