Odisha Link
Bridging the Missing Links in Odisha

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଓଏଲ୍‌ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଏସବୁ ଭିତରେ ଭାରତ ସରକାର କଠୋର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ସେପଟେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧି। ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି। ଦେଶ ଏବେ ଏକ ଘଡ଼ିସନ୍ଧି ସମୟ ଦେଇ ଗତି କରୁଛି। ଆତଙ୍କବାଦ ବିରୋଧରେ ଭାରତ ଏକାଠି ହେବାର ସମୟ ଆସିଛି। ତୁରନ୍ତ ସଂସଦର ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ କରିଛନ୍ତି। ଉଭୟ ଗୃହ ଅଧିବେଶନ ଡାକିବାକୁ କହିଛନ୍ତି ରାହୁଲ। ଶୀଘ୍ର ସଂସଦର ଉଭୟ ଗୃହ ଅଧିବେଶନ ଡାକିବାକୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

Leave A Reply

Your email address will not be published.