Odisha Link
Bridging the Missing Links in Odisha
Yearly Archives

2025

ପୂର୍ବ ସରକାରଙ୍କୁ ସାଂସଦଙ୍କ ଟାର୍ଗେଟ,…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ବସ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ନିର୍ଦ୍ଦୋଷ ଘୋଷଣା କଲେ ପ୍ରଥମ ଶ୍ରେଣୀ ମାଜିଷ୍ଟ୍ରେଟ୍‌ ଗ୍ରାମାଞ୍ଚଳ। ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଆକାଶ ପାଠକ ଓ…

ଟାଟା ଠକେଇ ମାମଲା: ପ୍ରଦୀପ…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ବସ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ ୨ଟି ମାମଲାରେ ନିର୍ଦ୍ଦୋଷ। ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଆକାଶ ପାଠକ ଓ ତାଙ୍କ ବାପା ଅଭୟକାନ୍ତ ପାଠକ ମଧ୍ୟ ନିର୍ଦ୍ଦୋଷରେ ଖଲାସ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ…

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ଆଜି ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ନିର୍ବାଚନ ଆୟୋଗ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର…

୫ ଦିନ ଭିତରେ ଚାଷୀଙ୍କୁ ମିଳିବ ଆର୍ଥିକ…

ଓଏଲ୍‌ ବ୍ୟୁରୋ: ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୧୪ଟି ଜିଲ୍ଲାରେ ଫସଲ ନଷ୍ଟ ହୋଇଥିଲା। କ୍ଷତିପୂରଣ ବାବଦକୁ ଚାଷୀଙ୍କୁ କ୍ଷତିପୂରଣ ଟଙ୍କା ମିଳିବା ଆରମ୍ଭ ହେଲାଣି। ୪ରୁ ୫ ଦିନ ଭିତରେ କ୍ଷତିପୂରଣ ଟଙ୍କା ବଣ୍ଟା ସରିବ। ଏନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…

ଘୋଷଣା ହେଲା ତାରିଖ, ଫେବୃଆରୀ ୫ରେ…

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ଆଜି ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ନିର୍ବାଚନ ଆୟୋଗ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର…

ଆଶାରାମ ବାପୁଙ୍କୁ ଜାମିନ୍

ଓଏଲ୍‌ ବ୍ୟୁରୋ: ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ ମିଳିଛି। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ। ନାବାଳିକା ଦୁଷ୍କର୍ମ ମାମଲାରେ ଆଜୀବନ ସଜା କାଟୁଛନ୍ତି ଆତ୍ମଘୋଷିତ…

ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ରାଜ୍ୟ…

ଓଏଲ୍‌ ବ୍ୟୁରୋ: ସଜେଇ ହୋଇଛି ରାଜଧାନୀ। ରାତି ପାହିଲେ ଭୁବନେଶ୍ବର ଜନତା ମଇଦାନରେ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ମେଗା ଇଭେଣ୍ଟ। ଏହି ସମ୍ମିଳନୀ ମାଧ୍ୟମରେ ବିଶ୍ବସ୍ତରରେ ଓଡ଼ିଶାର ପ୍ରଚାର ପ୍ରସାର ହେବ। ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆହ୍ବାନ ଦିଆଯାଇଛି।…

ମହାପ୍ରଭୁଙ୍କ ଦର୍ଶନ କଲେ ଏସ୍‌. ଜୟଶଙ୍କର

ଓଏଲ୍‌ ବ୍ୟୁରୋ: ୫ ଦିନିଆ ଓଡ଼ିଶା ଗସ୍ତରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର। ଓଡ଼ିଶା ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତ କରି ଏସ୍‌. ଜୟଶଙ୍କର ଶ୍ରୀଜିଉଙ୍କୁ ଦର୍ଶନ…

ଦାମୀ ଚଷମାରେ ଉଠାଉଥିଲେ ରାମଙ୍କ…

ଓଏଲ୍‌ ବ୍ୟୁରୋ: ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟାଇ ଦିବ୍ୟ ମନ୍ଦିରରେ ବିରାଜିଛନ୍ତି ରାମଲାଲା। ୨୦୨୪ ଜାନୁଆରୀରୁ ଅଯୋଧ୍ୟା ରାମ ମନ୍ଦିରକୁ ଭକ୍ତ ସମାଗମ ଦେଖିବାକୁ ମିଳୁଛି। କାହିଁ କେତେ ଦୂରରୁ ରାମଲାଲାଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳୁଛି। ତେବେ ଭିଡ଼…

‘ରାଜ୍ୟରେ ଏଯାଏ ନାହିଁ HMPV ଭୟ,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ପ୍ରବାସୀ ଭାରତୀୟ ଦିବସ ପାଳନ ହେବ। କାର୍ଯ୍ୟକ୍ରମ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ସହଯୋଗରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜନ ହେଉଛି ଏହି କାର୍ଯ୍ୟକ୍ରମ। ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ,…