ମତ୍ସ୍ୟ ବିଭାଗର ନିର୍ଦ୍ଦେଶ; ଆଜିଠୁ ୬୧ ଦିନ ଯାଏଁ ମାଛଧରା ବନ୍ଦ
![](https://www.odishalink.com/wp-content/uploads/2024/04/fish-750x415.jpg)
ଓଏଲ୍ ବ୍ୟୁରୋ: ମାଛ ମାନଙ୍କ ସଂରକ୍ଷଣ ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ପାରାଦୀପରେ ଆଜିଠୁ ୬୧ ଦିନ ଯାଏଁ ମାଛଧରା ବନ୍ଦ କରାଯାଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାଛ ସଂରକ୍ଷଣକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କେବଳ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।