Odisha Link
Bridging the Missing Links in Odisha

ତାତିରୁ ମିଳିବ ତ୍ରାହି, ଖୁବଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାପଡିଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Leave A Reply

Your email address will not be published.