Odisha Link
Bridging the Missing Links in Odisha

କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ମୋହନ ସରକାର। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଥିବା ବେଳେ ମୋହନଙ୍କ ମନ୍ତ୍ରିମଣ୍ଡଳରେ କିଏ ହେବ କେଉଁ ମନ୍ତ୍ରୀ ତାକୁ ନେଇ ଜୋର ଚର୍ଚ୍ଚା ଚାଲିଛି। ଏସବୁ ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ୮ ଥରର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି।

Leave A Reply

Your email address will not be published.