Odisha Link
Bridging the Missing Links in Odisha

ଲୋକସେବା ଭବନରୁ ହଟିଲେ ୨ ଅଧିକାରୀ

ଓଏଲ୍‌ ବ୍ୟୁରୋ: ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀଙ୍କୁ ପଦରୁ ଅବ୍ୟାହତି ଦିଆଯାଇଛି। ସୁଡା ପ୍ରକଳ୍ପ ନିର୍ଦ୍ଦେଶକ ଓ ପୌର ନିର୍ଦ୍ଦେଶକ ପଦରୁ ୨ ଅଧିକାରୀଙ୍କୁ ହଟାଇ ନୂଆ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ଅବସର ପରେ ବି ସୁଡା ନିର୍ଦ୍ଦେଶକ ଥିବା ସାରଦା ପ୍ରସାଦ ପଣ୍ଡାଙ୍କୁ ହଟାଇ ତାଙ୍କ ସ୍ଥାନରେ ରବୀନ୍ଦ୍ର କୁମାର ସାହୁଙ୍କୁ ସୁଡା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ମିଳିଛି। ଅବସର ପରେ ପୌର ନିର୍ଦ୍ଦେଶକ ଥିବା ସଂଗ୍ରାମଜିତ୍‌ ନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଦେବାଶିଷ ସିଂହଙ୍କୁ ପୌର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ମିଳିଛି। 

Leave A Reply

Your email address will not be published.