Odisha Link
Bridging the Missing Links in Odisha

ବଡ଼ ଖବର: ଆସନ୍ତା ୧୪ରେ ଖୋଲିପାରେ ରତ୍ନଭଣ୍ଡାର

ଓଏଲ୍‌ ବ୍ୟୁରୋ: ବହୁ ଅପେକ୍ଷାର ଅନ୍ତ ଘଟାଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ବଢିଛି। ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି।

Leave A Reply

Your email address will not be published.